ମେଡିକାଲ କଲେଜରେ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର,ଏଜେନ୍ସି: ସୁରକ୍ଷାକର୍ମୀଙ୍କୁ ଆତଙ୍କବାଦୀଙ୍କ ଆକ୍ରମଣ। ଜମ୍ମୁ କାଶ୍ମୀରର ଶ୍ରୀନଗରସ୍ଥିତ ମେଡିକାଲରେ ଆତଙ୍କବାଦୀ ଆକ୍ରମଣ କରିଥିବା ସୂଚନା ମିଳିଛି।

ଶୁକ୍ରବାର ଶ୍ରୀନଗରରେ ବେମିନା ଅଞ୍ଚଳର ଥିବା ଏସକେଆଇଏମଏସ ମେଡିକାଲ କଲେଜରେ ସୁରକ୍ଷାକର୍ମୀଙ୍କ ଉପରେ ପ୍ରଥମେ ଆତଙ୍କବାଦୀ ଆଖିବୁଜା ଗୁଳିମାଡ କରିଥିଲେ। ସୁରକ୍ଷାକର୍ମୀ ସମଗ୍ର ଅଞ୍ଚଳକୁ ଘେରି ସର୍ଚ୍ଚ ଅପରେସନ ଜାରି ରଖିଛି।