ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରୁ ଆଜି ୧୮୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୦୪ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୮୩ଜଣ ସ୍ଥାନୀୟବାସିନ୍ଦା ରହିଛନ୍ତି। ଏନେଇ ଭୁବନେଶ୍ୱର ମହାନଗରନିଗମ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି।
Update on newly detected & cured #COVID19 cases in the last 24 hrs under the BMC area on 12th Aug 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/REmdlybiFg— BMC (@bmcbbsr) August 12, 2020