Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
ରାଜ୍ୟରେ ପୁଣି ୨୦୧୯ କରୋନା ପଜିଟିଭ ଚିହ୍ନଟ, ୧୪ ମୃତ – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

ରାଜ୍ୟରେ ପୁଣି ୨୦୧୯ କରୋନା ପଜିଟିଭ ଚିହ୍ନଟ, ୧୪ ମୃତ

ଭୁବନେଶ୍ୱର, ଏନ୍ଏନ୍ଏସ୍: ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୨୦୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬୮୩୬୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜିର ସଂକ୍ରମିତଙ୍କ ମଧ୍ୟରୁ ୧୧୬୮ଜଣ କ୍ୱାରେଣ୍ଟାଇନରେ ଥିବାବେଳେ ୮୫୧ଜଣ ସ୍ଥାନୀୟ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି।

ଆଜି ଅନୁଗୁଳ ଜିଲ୍ଲାରୁ ୧୨୯ଜଣ ଚିହ୍ନଟ ହୋଇଥିବାବେଳେ ବାଲେଶ୍ୱର ଜିଲ୍ଲାରୁ ୬୯ଜଣ, ବରଗଡ଼ ଜିଲ୍ଲାରୁ ୭୭ଜଣ, ଭଦ୍ରକ ଜିଲ୍ଲାରୁ ୪୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୭୧ଜଣ, ବୌଦ୍ଧ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୧୫୦ଜଣ, ଦେଓଗଡ଼ ଜିଲ୍ଲାରୁ ୨୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୮ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୩୩ଜଣ, ଜଗତସିଂହପୁର ଜିଲ୍ଲାରୁ ୬୪ଜଣ, ଯାଜପୁର ଜିଲ୍ଲାରୁ ୭୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୩ଜଣ, କଳାହାଣ୍ଡି ଜିଲ୍ଲାରୁ ୬୯ଜଣ, କନ୍ଧମାଳ ଜିଲ୍ଲାରୁ ୩୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬୧ଜଣ, କେନ୍ଦୁଝର ଜିଲ୍ଲାରୁ ୫୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୮୩ଜଣ, କୋରାପୁଟ ଜିଲ୍ଲାରୁ ୪୧ଜଣ, ମାଲକାନଗିରି ଜିଲ୍ଲାରୁ ୨୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୬୦ଜଣ, ନୟାଗଡ଼ ଜିଲ୍ଲାରୁ ୪୦ଜଣ, ନୂଆପଡ଼ା ଜିଲ୍ଲାରୁ ୯୦ଜଣ, ପୁରୀ ଜିଲ୍ଲାରୁ ୩୦ଜଣ, ରାୟଗଡ଼ା ଜିଲ୍ଲାରୁ ୨୪ଜଣ, ସମ୍ବଲପୁର ଜିଲ୍ଲାରୁ ୫୨ଜଣ, ସୋନପୁର ଜିଲ୍ଲାରୁ ୬୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୯ଜଣ, ଷ୍ଟେଟ ପୁଲରୁ ୬୬ଜଣ ରହିଛନ୍ତି ।

ସେହିପରି ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୪ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, କଟକ ଜିଲ୍ଲାରୁ ୨ ଜଣ, ଜଗତସିଂହପୁର ଜିଲ୍ଲାରୁ ୨, ମୟୂରଭଞ୍ଜ, ପୁରୀ, ଢେଙ୍କାନାଳ, କନ୍ଧମାଳ, ବଲାଙ୍ଗୀର, ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।