Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
ରାଜ୍ୟରେ ହ୍ରାସ ପାଉଛି କରୋନା, ଆଜି ୭୫୩ ଚିହ୍ନଟ – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

ରାଜ୍ୟରେ ହ୍ରାସ ପାଉଛି କରୋନା, ଆଜି ୭୫୩ ଚିହ୍ନଟ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟରେ ଧିରେଧିରେ ହ୍ରାସ ପାଉଛି କରୋନା ପ୍ରକୋପ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୫୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୦୮୬୫୯ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଅନୁଗୁଳ ଜିଲ୍ଲାରୁ ୪୭ଜଣ, ବାଲେଶ୍ୱର ଜିଲ୍ଲାରୁ ୩୨ଜଣ, ବରଗଡ଼ ଜିଲ୍ଲାରୁ ୩୧ଜଣ, ଭଦ୍ରକ ଜିଲ୍ଲାରୁ ୧୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୧ଜଣ, ବୌଦ୍ଧ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୪୧ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୧ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୧୧ଝଣ, ଜଗତସିଂହପୁର ଜିଲ୍ଲାରୁ ୨୬ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼଼ା ଜିଲ୍ଲାରୁ ୨୬ଜଣ, କଳାହାଣ୍ଡି ଜିଲ୍ଲାରୁ ୪୭ଜଣ, କନ୍ଧମାଳ ଜିଲ୍ଲାରୁ ୧୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୬ଜଣ, କେନ୍ଦୁଝର ଜିଲ୍ଲାରୁ ୨୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୪ଜଣ, କୋରାପୁଟ ଜିଲ୍ଲାରୁ ୧୨ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୫ଝଣ, ନବରଙ୍ଗପୁର ଜିଲ୍ଲାରୁ ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ୬୫ଜଣ, ପୁରୀ ଜିଲ୍ଲାରୁ ୩୪ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୨୦ଜଣ, ସୋନପୁର ଜିଲ୍ଲାରୁ ୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୫ଜଣ, ଷ୍ଟେଟ ପୁଲ୍?ରୁ ୧୦ଜଣ ରହିଛନ୍ତି ।