କାଲି ୪ଘଣ୍ଟା ପାଇଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରାଜ୍ୟ By nitidin1 On Apr 18, 2023 Share ପୁରୀ,ଏନ୍ଏନ୍ଏସ୍: ଆସନ୍ତାକାଲି ୪ ଘଣ୍ଟା ପାଇଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ । ମହାପ୍ରଭୁଙ୍କ ବନକଲାଗି ନୀତି ପାଇଁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ସୂଚନା ମିଳିଛି । Share