ପର୍ଯ୍ୟଟନ ମନ୍ତ୍ରୀ କରୋନାରେ ସଂକ୍ରମିତ ରାଜ୍ୟ By Nitidin On Sep 7, 2020 Share ଭୁବନେଶ୍ୱର,ଏନ୍ଏନ୍ଏସ୍: ପର୍ଯ୍ୟନଟନ ମନ୍ତ୍ରୀ ଜ୍ୟୋତି ପାଣିଗ୍ରାହୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏସମ୍ପର୍କରେ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି। ଏଥିସହିତ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଆଇସୋଲେସନରେ ରହିବାକୁ ପରାମର୍ଶ ଦେଇଛନ୍ତି। Share