ମହାନଦୀ ଜଳ ବିବାଦ: ଟ୍ରିବ୍ୟୁନାଲଙ୍କ ସାକ୍ଷ୍ୟ ଗ୍ରହଣ

କଟକ,ଏନ୍‌ଏନ୍‌ଏସ୍‌: ମହାନଦୀ ଜଳ ବିବାଦ ମାମଲାରେ ଟ୍ରିବ୍ୟୁନାଲଙ୍କ ସାକ୍ଷ୍ୟ ଗ୍ରହଣ ହୋଇଛି । ଏଥିରେ ଓଡ଼ିଶା ପକ୍ଷରୁ ୯ ଓ ଛତିଶଗଡ଼ରୁ ୧୦ ଜଣଙ୍କ ସାକ୍ଷ୍ୟ ତାଲିକା ହୋଇଛି । ପ୍ରଥମ ପର୍ଯ୍ୟାୟରେ ଓଡ଼ିଶା ପକ୍ଷରୁ ମନୋଜ ପଣ୍ଡାଙ୍କ ସାକ୍ଷ୍ୟ ଗ୍ରହଣ ହୋଇଥିବା ଜଣାପଡ଼ିଛି ।