ତ୍ରିପୁରା: ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଳବ କୁମାର ଦେବ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ପ୍ରଦାନ କରିଛନ୍ତି। ଡାକ୍ତରଙ୍କ ପରାମର୍ଶକ୍ରମେ ସେ ଏବେ ନିଜକୁ ଘରେ ଆଇସୋଲେଟ କରି ନେଇଛନ୍ତି। ଏଥିସହିତ କରୋନା ନିୟମକୁ ପାଳନ କରିବା ଲାଗି ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଛନ୍ତି।