କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ ୟୁଜିସି ମାନ୍ୟତା

  • କଳାହାଣ୍ଡି: କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ ୟୁଜିସି ମାନ୍ୟତା ମିଳିଲା। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରି ଏସମ୍ପର୍କରେ ସୂଚନା ଦେଇଛନ୍ତି। କଳାହାଣ୍ଡି ବିଶ୍ୱବିଦ୍ୟାଳୟ ଖୁବଶୀଘ୍ର କେନ୍ଦ୍ରୀୟ ଅନୁଦାନ ପାଇବ। କେନ୍ଦ୍ରୀୟ ଅନୁଦାନ ବିଶ୍ୱବିଦ୍ୟାଳୟର ଭିତ୍ତିଭୂମିକୁ ମଜଭୁତ କରିବ ବୋଲି ଶିକ୍ଷାମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି।