ସଇଁନ୍ତଲା,ଏନ୍ଏନ୍ଏସ୍: ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ଥାନା ଛନଛଡା ନଦୀରୁ ଏକ ଅଜଣା ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର ହୋଇଛି। ଖବରପାଇ ଘଟଣାସ୍ଥଳରେ ସଇଁନ୍ତଲା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତ ବ୍ୟକ୍ତିଙ୍କ ପରିଚୟ ଜଣାପଡି ନାହିଁ। ଦୁଇ ଦିନ ମଧ୍ୟରେ ତାଙ୍କର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି।