ଉତ୍ତରାଖଣ୍ଡରେ ଅଗଷ୍ଟ ୧ରୁ ଷଷ୍ଠରୁ ଦ୍ୱାଦଶ ପର୍ଯ୍ୟନ୍ତ ଖୋଲିବ ସ୍କୁଲ

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡରେ କରୋନା ସ୍ଥିତି ନିୟନ୍ତ୍ରଣକୁ ଆସିବା ପରେ ରାଜ୍ୟ ସରକାର ସ୍କୁଲ ଖୋଲିବାକୁ ଅନୁମତି ପ୍ରଦାନ କରିଛନ୍ତି। ଆଜି ହୋଇଥିବା କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଫଳରେ ଅଗଷ୍ଟ ୧ରୁ ଷଷ୍ଠରୁ ଦ୍ୱାଦଶ ପର୍ଯ୍ୟନ୍ତ ସ୍କୁଲ ଖୋଲାଯିବ ବୋଲି ସୂଚନା ମିଳିଛି।