କ୍ୟାପିଟାଲ ହସ୍ପିଟାଲରେ ଆରମ୍ଭ ହେଲା ଟିକାକରଣ ପ୍ରକ୍ରିୟା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର କ୍ୟାପିଟାଲ ହସ୍ପିଟାଲରେ ଟିକାକରଣ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଜଣେ ସଫେଇ କର୍ମଚାରୀଙ୍କୁ ପ୍ରଥମ ଟିକା ଲଗାଯାଇଥିବା ଜଣାପଡ଼ିଛି। ଦ୍ୱିତୀୟରେ କ୍ୟାପିଟାଲ ହସ୍ପିଟାଲର ନିର୍ଦ୍ଦେଶକ ଟିକା ନେଇଛନ୍ତି।