ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

ରାୟଗଡ଼ା,ଏନ୍ଏନ୍ଏସ୍: ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ ଆଜି ଭିଜିଲାନ୍ସ ରେଡ୍ କରିଛି। ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ବୀରେନ୍ଦ୍ର ଖରାଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି। ଯନ୍ତ୍ରୀଙ୍କର ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ୬ଟି ଜାଗାରେ ରେଡ୍ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍ ଚାଲିଛି।