ଲିଙ୍ଗରାଜ ମନ୍ଦିରର ଉନ୍ନତିମୂଳକ କାର୍ଯ୍ୟର ତଦାରଖ କଲେ ୫-ଟି ସଚିବ ରାଜ୍ୟ By Nitidin Last updated Oct 31, 2020 Share ଭୁବନେଶ୍ୱର, ଏନ୍ଏନ୍ଏସ୍: ଆଜି ସକାଳେ ଲିଙ୍ଗରାଜ ମନ୍ଦିର ପରିଦର୍ଶନ କରିଛନ୍ତି ୫-ଟି ସଚିବ ଭିକେ ପାଣ୍ଡିଆନ। ଲିଙ୍ଗରାଜ ମନ୍ଦିରର ଉନ୍ନତିମୂଳକ କାର୍ଯ୍ୟର ତଦାରଖ କରିଛନ୍ତି। ତାଙ୍କ ସହ ପୂର୍ତ୍ତ ବିଭାଗ ସଚିବ କ୍ରିଶନ କୁମାର ଏବଂ ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ମଧ୍ୟ ଉପସ୍ଥିତ ରହିଥିଲେ । ରାଜ୍ୟ ସରକାର ଓ ବିଏମସି ତତ୍ୱାବଧାନରେ ଲିଙ୍ଗରାଜ ମନ୍ଦିର ଓ ଚତୁପାର୍ଶ୍ୱରେ ଉନ୍ନତିମୂଳକ କାମ ଜାରି ରହିଛି । Share