୫ ଲକ୍ଷ ଟଙ୍କାକୁ ବଢ଼ିଲା ସାମ୍ବାଦିକଙ୍କ ସ୍ୱାସ୍ଥ୍ୟବୀମା

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକଙ୍କ ପାଇଁ ଉଦ୍ଦିଷ୍ଟ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ରାଶି ୫ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଛି । ଏହାଦ୍ୱାରା ରାଜ୍ୟର ୮,୭୧୭ କାର୍ଯ୍ୟରତ ସାମ୍ବାଦିକ ଏବଂ ସେମାନଙ୍କ ପରିବାର ଉପକୃତ ହେବେ । ଏହି ରାଶି ପୂର୍ବରୁ ୨ଲକ୍ଷ ଟଙ୍କା ଥିଲା ।